Biblia Todo Logo
Bib sou entènèt

- Piblisite -




ଯୋୟେଲ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତିଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ଆମ୍ଭ ଲୋକମାନଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବାକୁ ଗୁଲିବାଣ୍ଟ କରିଛନ୍ତି। ଗୋଟିଏ ବେଶ୍ୟା ପାଇଁ ସେମାନେ ଗୋଟିଏ ବାଳକ ବିକ୍ରୀ କରିଛନ୍ତି ଓ ସେମାନେ ଦ୍ରାକ୍ଷାରସ ପାନ କରିବା ପାଇଁ ଗୋଟିଏ ବାଳିକା ବିକ୍ରୀ କରିଛନ୍ତି।

Gade chapit la Kopi




ଯୋୟେଲ 3:3
8 Referans Kwoze  

ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।


ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ।


ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;


ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।


ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।


ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।


Swiv nou:

Piblisite


Piblisite