ଯୋୟେଲ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। Gade chapit laଓଡିଆ ବାଇବେଲ8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି। Gade chapit laପବିତ୍ର ବାଇବଲ8 ତୁମ୍ଭମାନଙ୍କର ପୁତ୍ରକନ୍ୟାମାନଙ୍କୁ ଯିହୁଦାର ଲୋକମାନଙ୍କୁ ବିକ୍ରୀ କରିବା। ତେଣୁ ସେମାନେ ସେହି ସନ୍ତାନମାନଙ୍କୁ ଦୂର ଦେଶୀୟ ଶୀବାୟୀୟ ଲୋକମାନଙ୍କୁ ବିକ୍ରୀ କରିବେ,” କାରଣ ସଦାପ୍ରଭୁ ଏହା କହିଛନ୍ତି। Gade chapit la |