ଯୂନସ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯନିରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା। Gade chapit laଓଡିଆ ବାଇବେଲ13 ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା। Gade chapit laପବିତ୍ର ବାଇବଲ13 କିନ୍ତୁ ସେହି ନାବିକମାନେ ଯୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନ ଥିଲେ। ସେମାନେ ଜାହାଜକୁ କୂଳକୁ ନେବାକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନେବାକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହୋଇ ସେମାନଙ୍କ ବିରୁଦ୍ଧରେ ବହିବାକୁ ଲାଗିଲା। Gade chapit la |