ଯୂନସ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ତତାରୁ ନିବୃତ୍ତ ହେଲା। Gade chapit laଓଡିଆ ବାଇବେଲ15 ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା। Gade chapit laପବିତ୍ର ବାଇବଲ15 ତେଣୁ ସେହି ନାବିକମାନେ ଯୂନସକୁ ସମୁଦ୍ରରେ ଫିଙ୍ଗି ଦେଲେ। ଝଡ଼ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା। Gade chapit la |