ଯୂନସ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ଯୁନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ। Gade chapit laଓଡିଆ ବାଇବେଲ17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ। Gade chapit laପବିତ୍ର ବାଇବଲ17 ଯେତେବେଳେ ଯୂନସ ସମୁଦ୍ରରେ ପଡ଼ିଲେ, ସେତେବେଳେ ସଦାପ୍ରଭୁ ଏକ ବିରାଟ ମାଛ ଯୂନସକୁ ଗିଲିବାକୁ ପଠାଇଲେ। ଯୂନସ ସେହି ମାଛ ଗର୍ଭରେ ତିନି ଦିନ ଓ ତିନି ରାତି ରହିଲା। Gade chapit la |