ଯୂନସ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା। Gade chapit laଓଡିଆ ବାଇବେଲ10 ଏଥିରେ ସଦାପ୍ରଭୁ ସେହି ମତ୍ସ୍ୟକୁ ଆଜ୍ଞା କରନ୍ତେ, ସେ ଯୂନସଙ୍କୁ ଶୁଷ୍କ ଭୂମିରେ ଉଦ୍ଗାର କଲା। Gade chapit laପବିତ୍ର ବାଇବଲ10 ତା'ପରେ ସଦାପ୍ରଭୁ ସେହି ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ଯୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡ଼ିଲା। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।