Biblia Todo Logo
Bib sou entènèt

- Piblisite -




ଯୂନସ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ରାଜାର ଓ ଅଧ୍ୟକ୍ଷମାନଙ୍କର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ;

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;

Gade chapit la Kopi

ପବିତ୍ର ବାଇବଲ

7 ରାଜା ଏକ ସ୍ୱତନ୍ତ୍ର ବାର୍ତ୍ତା ଲେଖି ନଗରକୁ ପଠାଇଲେ। ଏହି ବାର୍ତ୍ତା ରାଜା ଓ ତାଙ୍କର ମୁଖ୍ୟ ଶାସକମାନଙ୍କର ଥିଲା। ସେହି ବାର୍ତ୍ତାରେ ଥିଲା କୌଣସି ମନୁଷ୍ୟ ବା ପ୍ରାଣୀ କିଛି ସମୟ ପାଇଁ କିଛି ଖାଇବେ ନାହିଁ। କୌଣସି ଗୋରୁପଲ କି ମେଷପଲ ପଡ଼ିଆରେ ଚରିବେ ନାହିଁ। ନୀନିବୀର କୌଣସି ଜୀବନ୍ତ ପ୍ରାଣୀ କିଛି ଖାଇବେ ନାହିଁ କି ପିଇବେ ନାହିଁ।

Gade chapit la Kopi




ଯୂନସ 3:7
6 Referans Kwoze  

ତହିଁରେ ଯିହୋଶାଫଟ୍‍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ।


ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।


ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।


ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।


Swiv nou:

Piblisite


Piblisite