Biblia Todo Logo
Bib sou entènèt

- Piblisite -




ଯୂନସ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ କହିଲେ, “ତୁମ୍ଭେ ସେ ଗଛ ପାଇଁ କିଛି କରି ନ ଥିଲ। ସେ ଗଛ ବଢ଼ିବା ପାଇଁ ତୁମ୍ଭେ କିଛି କରି ନ ଥିଲ। ଏହା ରାତ୍ରିରେ ବଢ଼ିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ।

Gade chapit la Kopi




ଯୂନସ 4:10
4 Referans Kwoze  

କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”


ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି, ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।


ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”


ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”


Swiv nou:

Piblisite


Piblisite