Biblia Todo Logo
Bib sou entènèt

- Piblisite -




ଯୂନସ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?

Gade chapit la Kopi

ଓଡିଆ ବାଇବେଲ

11 ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା ?”

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେ ଯଦି ସାମାନ୍ୟ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହେବି ନାହିଁ କି? ସେହି ନଗରୀରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସେହି ନଗରରେ 120,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୁଲ୍ କରୁଛନ୍ତି ବୋଲି ଜାଣି ନ ଥିଲେ।” କ’ଣ ଆମ୍ଭେ ତାଙ୍କ ପ୍ରତି ଦୟା ନ କରିବା।

Gade chapit la Kopi




ଯୂନସ 4:11
17 Referans Kwoze  

ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।


ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।


ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।


ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।


ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।


ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।


Swiv nou:

Piblisite


Piblisite