Biblia Todo Logo
Bib sou entènèt

- Piblisite -




ଯୂନସ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।

Gade chapit la Kopi

ଓଡିଆ ବାଇବେଲ

3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋ’ ପ୍ରାଣ ମୋ’ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, “ହେ ସଦାପ୍ରଭୁ, ମୋତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମୋର ମରିବା ଭଲ ହେବ।”

Gade chapit la Kopi




ଯୂନସ 4:3
14 Referans Kwoze  

ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।


ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।


କିନ୍ତୁ ମୁଁ ଏହିସବୁ ବିଷୟ କିଛି ବ୍ୟବହାର କରି ନାହିଁ, ଆଉ ମୋʼ ପ୍ରତି ଯେ ଏହିପରି କରାଯିବ, ଏଥିପାଇଁ ମୁଁ ଏହିସବୁ ଲେଖୁ ନାହିଁ; କାରଣ କେହି ମୋହର ଏହି ଦର୍ପ ବ୍ୟର୍ଥ କରିବା ଅପେକ୍ଷା ବରଂ ମୋହର ମରିବା ଭଲ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?”


କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।


Swiv nou:

Piblisite


Piblisite