Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।

Gade chapit la Kopi

ଓଡିଆ ବାଇବେଲ

3 ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।

Gade chapit la Kopi

ପବିତ୍ର ବାଇବଲ

3 ଯେଉଁ ଯେଉଁ ସ୍ଥାନରେ ତୁମ୍ଭର ପାଦ ପଡ଼ିବ, ସେ ସବୁ ସ୍ଥାନ ମୁଁ ମୋଶା ସହିତ କରିଥିବା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କୁ ଦେବି।

Gade chapit la Kopi




ଯିହୋଶୂୟ 1:3
4 Referans Kwoze  

ଯେଉଁ ଯେଉଁଠାରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେ ପ୍ରତ୍ୟେକ ସ୍ଥାନ ତୁମ୍ଭମାନଙ୍କର ହେବ; ପ୍ରାନ୍ତର ଓ ଲିବାନୋନଠାରୁ ନଦୀ, ଅର୍ଥାତ୍‍, ଫରାତ୍‍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


Swiv nou:

Piblisite


Piblisite