Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ପା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।

Gade chapit la Kopi

ଓଡିଆ ବାଇବେଲ

18 ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।

Gade chapit la Kopi

ପବିତ୍ର ବାଇବଲ

18 ଯିହୋଶୂୟ କହିଲେ, “ବଡ଼ ବଡ଼ ପ୍ରସ୍ତର ଫଳକ ଗୁମ୍ଫା ମୁହଁକୁ ଗଡ଼ାଇ ଦିଅ ଓ ସେମାନଙ୍କୁ ଜଗିବା ପାଇଁ ଲୋକ ନିଯୁକ୍ତ କର।

Gade chapit la Kopi




ଯିହୋଶୂୟ 10:18
8 Referans Kwoze  

ତେଣୁ ସେମାନେ ଯାଇ ପ୍ରହରୀ-ଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।


ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।


କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)


ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?


ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”


ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,


ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”


Swiv nou:

Piblisite


Piblisite