Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ଯିହୋଶୂୟ କହିଲେ, ସେହି ଗୁମ୍ପା ମୁହଁ ମୁକୁଳା କରି ଗୁମ୍ପାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ଯିହୋଶୂୟ କହିଲେ, ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।

Gade chapit la Kopi

ପବିତ୍ର ବାଇବଲ

22 ଯିହୋଶୂୟ କହିଲେ, “ଗୁମ୍ଫା ମୁହଁରୁ ପଥର ଖଣ୍ତାମାନ କାଢ଼ ଏବଂ ସେହି ପାଞ୍ଚ ଜଣ ରାଜାଙ୍କୁ ମୋ’ ସମ୍ମୁଖକୁ ଆଣ।”

Gade chapit la Kopi




ଯିହୋଶୂୟ 10:22
5 Referans Kwoze  

ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”


ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।


ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍‍ର ରାଜାକୁ, ଇଗ୍ଲୋନ୍‍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।


ମାତ୍ର ସେମାନେ ଅୟର ରାଜାଙ୍କୁ ଜୀବିତ ଧରି ଯିହୋଶୂୟଙ୍କ ନିକଟକୁ ଆଣିଲେ।


ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।


Swiv nou:

Piblisite


Piblisite