Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ପାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ପା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।

Gade chapit la Kopi

ଓଡିଆ ବାଇବେଲ

27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।

Gade chapit la Kopi

ପବିତ୍ର ବାଇବଲ

27 ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦେଲା ପରେ ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ନିଜକୁ ଲୁଗ୍ଭଇ ଥିଲେ, ତାହା ଭିତରକୁ ଫୋପାଡ଼ି ଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଦେଇ ବନ୍ଦ କଲେ ଯାହାକି ଆଜିଯାଏ ଅଛି।

Gade chapit la Kopi




ଯିହୋଶୂୟ 10:27
5 Referans Kwoze  

ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।


ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।


ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।


ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।


Swiv nou:

Piblisite


Piblisite