ଯିହୋଶୂୟ 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେସମୟରେ ଗେଷରର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେ ସମୟରେ ଗେଷର୍ର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ। Gade chapit laଓଡିଆ ବାଇବେଲ33 ସେ ସମୟରେ ଗେଷର୍ର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ। Gade chapit laପବିତ୍ର ବାଇବଲ33 ଗେଷର୍ର ରାଜା ହୋରମ ଲାଖୀଶ୍ରକୁ ସାହାଯ୍ୟ କରିବାକୁ ଲାଗିଲେ। କିନ୍ତୁ ଯିହୋଶୂୟ ତାଙ୍କୁ ଓ ତାଙ୍କର ସୈନ୍ୟବାହିନୀକୁ ଓ ସମସ୍ତଙ୍କୁ ହତ୍ୟା କଲେ। Gade chapit la |