ଯିହୋଶୂୟ 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)38 ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ। Gade chapit laଓଡିଆ ବାଇବେଲ38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ। Gade chapit laପବିତ୍ର ବାଇବଲ38 ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ଦବୀରକୁ ଫେରିଲେ ଏବଂ ସେହି ସହରକୁ ଆକ୍ରମଣ କଲେ। Gade chapit la |