Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

42 ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

42 ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣଙ୍କୁ ଏକାବେଳକେ ହସ୍ତଗତ କଲେ। କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।

Gade chapit la Kopi




ଯିହୋଶୂୟ 10:42
14 Referans Kwoze  

ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।


ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।


ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।


Swiv nou:

Piblisite


Piblisite