Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାତ୍ସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

13 ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ

13 ମାତ୍ର ନିଜ ନିଜ କୁଦ ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହା‌ତ୍‌ସୋର ବିନା ଆଉ କୌଣସି ନଗର ଇସ୍ରାଏଲ ଦ‌ଗ୍‌ଧ କଲେ ନାହିଁ। ତାହା ଯିହୋଶୂୟ ଦ‌ଗ୍‌ଧ କଲେ।

Gade chapit la Kopi




ଯିହୋଶୂୟ 11:13
4 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।


ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’


Swiv nou:

Piblisite


Piblisite