ଯିହୋଶୂୟ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ନିଃଶେଷ ରୂପେ ବଧ କରିବା ଯାଏ ସେମାନେ ଖଡ଼୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ଵାସପ୍ରଶ୍ଵାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ। Gade chapit laଓଡିଆ ବାଇବେଲ14 ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ। Gade chapit laପବିତ୍ର ବାଇବଲ14 ଆଉ ଇସ୍ରାଏଲର ସନ୍ତାନଗଣ ସେହିସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣଙ୍କୁ ନିଜ ନିଜ ପାଇଁ ଲୁଟ୍ କରି ନେଲେ। କିନ୍ତୁ ସେମାନେ ସମସ୍ତ ଲୋକମାନଙ୍କୁ ସେମାନଙ୍କ ଖଣ୍ତା ଦ୍ୱାରା ହତ୍ୟା କଲେ। ସେମାନେ କୌଣସି ବ୍ୟକ୍ତିକୁ ଜୀବିତ ରହିବା ପାଇଁ ଦେଲେ ନାହିଁ। Gade chapit la |
ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।