Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ବାଶନୀୟ ଓଗ୍ ରାଜାର ଅଞ୍ଚଳ (ଅଧିକାର କଲେନ୍ତ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ବାସ କଲା,

Gade chapit la Kopi

ଓଡିଆ ବାଇବେଲ

4 ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ମଧ୍ୟ ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ। ଓଗ୍ ଥିଲେ, ରଫାୟୀୟ ବଂଶଧର, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ଶାସନ କରୁଥିଲେ।

Gade chapit la Kopi




ଯିହୋଶୂୟ 12:4
6 Referans Kwoze  

“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।


ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।


Swiv nou:

Piblisite


Piblisite