Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯିରୀହୋର ରାଜା, ଏକ; ବୈଥେଲର ନିକଟସ୍ଥ ଅୟର ରାଜା ଏକ;

Gade chapit la Kopi

ଓଡିଆ ବାଇବେଲ

9 ଯିରୀହୋର ରାଜା, ଏକ; ବେଥେଲ୍‍ର ନିକଟସ୍ଥ ଅୟର ରାଜା

Gade chapit la Kopi

ପବିତ୍ର ବାଇବଲ

9 ଯିରୀହୋର ରାଜା 1 ବୈଥେ‌ଲ୍‌ର ନିକଟସ୍ଥ ଅୟର ରାଜା 1

Gade chapit la Kopi




ଯିହୋଶୂୟ 12:9
4 Referans Kwoze  

ପୁଣି ଇସ୍ରାଏଲର ପଛରେ ଯେ ନ ଗଲା, ଏପରି ଜଣେ ହେଲେ ଅୟ କି ବେଥେଲ୍‍ରେ ଅବଶିଷ୍ଟ ନ ଥିଲା; ସମସ୍ତେ ନଗର ମୁକ୍ତ କରି ଇସ୍ରାଏଲ ପଛେ ପଛେ ଗୋଡ଼ାଇଲେ।


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ।


Swiv nou:

Piblisite


Piblisite