Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅର୍ଥାତ୍, ଅଷ୍ଟାରୋତରେ ଓ ଇଦ୍ରିୟୀରେ ରାଜତ୍ଵକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

12 ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

12 ରାଜା ଓ‌ଗ୍‌ର ସମସ୍ତ ରାଜ୍ୟ ସେହି ଦେଶରେ ଥିଲା ରଫାୟୀୟମାନଙ୍କ ବଂଶଧର। ରାଜା ବାଶନରେ ଶାସନ କରୁଥିଲେ। ପୂର୍ବ କାଳରେ ସେ ଅଷ୍ଟାରୋତ୍ ଏବଂ ଇଦ୍ରିୟୀରେ ଶାସନ କରୁଥିଲେ। ଅତୀତର ମୋଶା ସେହି ଲୋକମାନଙ୍କର ଦେଶକୁ କରଗତ କରିଥିଲେ।

Gade chapit la Kopi




ଯିହୋଶୂୟ 13:12
7 Referans Kwoze  

ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।


ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।


Swiv nou:

Piblisite


Piblisite