Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍ଗା ଓ ବେଥ୍-ଯିଶିମୋତ, ତହିଁର ଏହି ସମସ୍ତ ନଗର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଓ ବୈଥ୍ପିୟୋର ଓ ଅସଦୋତ୍-ପିସ୍ଗା ଓ ବୈଥ୍-ଯିଶିମୋତ୍, ତହିଁର ଏହି ସମସ୍ତ ନଗର।

Gade chapit la Kopi

ଓଡିଆ ବାଇବେଲ

20 ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍‍ଗା ଓ ବେଥ୍-ଯିଶିମୋତ୍‍, ତହିଁର ଏହି ସମସ୍ତ ନଗର।

Gade chapit la Kopi

ପବିତ୍ର ବାଇବଲ

20 ବୈ‌ଥ୍‌ପିୟୋର, ଅସଦୋତ୍, ପି‌‌ସ୍‌‌ଗା, ବୈ‌ଥ୍‌ଯିଶିମୋତ୍ ତହିଁର ଏହି ସମସ୍ତ ନଗର।

Gade chapit la Kopi




ଯିହୋଶୂୟ 13:20
8 Referans Kwoze  

ଓ ପଦାଭୂମିସ୍ଥିତ କିନ୍ନେରତ୍‍ ହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବେଥ୍-ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବ ତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ କର୍ତ୍ତୃତ୍ୱ କଲେ।


କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,


ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,


ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।


ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।


ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।


ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର


ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।


Swiv nou:

Piblisite


Piblisite