ଯିହୋଶୂୟ 13:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)29 ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା। Gade chapit laଓଡିଆ ବାଇବେଲ29 ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା। Gade chapit laପବିତ୍ର ବାଇବଲ29 ଆଉ ମୋଶା ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ସେମାନଙ୍କର ଗୋଷ୍ଠୀ ଦ୍ୱାରା ଦିଆଯାଇଥିବା ଦେଶକୁ ଦେଲେ। Gade chapit la |