Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଲିବାନୋନ୍‍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।

Gade chapit la Kopi

ଓଡିଆ ବାଇବେଲ

6 ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।

Gade chapit la Kopi

ପବିତ୍ର ବାଇବଲ

6 “ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋ‌ନ୍‌ଠାରୁ ମିଷ୍ରଫୋ‌‌‌ତ୍‌‌‌ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।

Gade chapit la Kopi




ଯିହୋଶୂୟ 13:6
13 Referans Kwoze  

ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।


ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।


ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।


ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରିଦିଅ।”


ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।


ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।


ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବେ ଓ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ତଡ଼ି ଦେବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟାନୁସାରେ ସେମାନଙ୍କ ଦେଶ ଅଧିକାର କରିବ।


Swiv nou:

Piblisite


Piblisite