ଯିହୋଶୂୟ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା। Gade chapit laଓଡିଆ ବାଇବେଲ15 ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା। Gade chapit laପବିତ୍ର ବାଇବଲ15 ଅତୀତରେ ସେ ସହରର ନାମ ଥିଲା କିରିୟଥ-ଅର୍ବ। ଏହି ସହର ଲୋକମାନଙ୍କ ମଧ୍ୟରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନୁସାରେ ଏ ଭୂମିର ନାମକରଣ କରାଯାଇଥିଲା। ଏହା ପରେ ସେ ଭୂମିରେ ଶାନ୍ତି ଫେରି ଆସିଲା। Gade chapit la |