Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି।

Gade chapit la Kopi

ଓଡିଆ ବାଇବେଲ

7 ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।

Gade chapit la Kopi

ପବିତ୍ର ବାଇବଲ

7 ମୋତେ ଯେତେବେଳେ ଗ୍ଭଳିଶ୍ ବର୍ଷ ବୟସ ହୋଇଥିଲା, ସଦାପ୍ରଭୁଙ୍କ ସେବକ ମୋଶା ମୋତେ ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ ବର୍ଣ୍ଣେୟଠାରୁ ପଠାଇ ଥିଲେ। ମୁଁ ଯାହା ସଂଗ୍ରହ କଲି ତାହା ମୋଶାଙ୍କୁ ଜଣାଇଲି।

Gade chapit la Kopi




ଯିହୋଶୂୟ 14:7
6 Referans Kwoze  

ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।


Swiv nou:

Piblisite


Piblisite