Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

14 କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରକୁ ତଡ଼ି ଦେଲେ।

Gade chapit la Kopi




ଯିହୋଶୂୟ 15:14
9 Referans Kwoze  

ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।


ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନ୍‍କୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।


ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।


ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”


ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”


ଇସ୍ରାଏଲ-ସନ୍ତାନଗଣର ଦେଶରେ ଅନାକୀୟମାନଙ୍କର କେହି ଅବଶିଷ୍ଟ ରହିଲେ ନାହିଁ, କେବଳ ଘସାରେ, ଗାଥ୍‍ ଓ ଅସ୍ଦୋଦରେ କେହି କେହି ରହିଲେ।


ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।


Swiv nou:

Piblisite


Piblisite