Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଓ ଗୋଶନ୍ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।

Gade chapit la Kopi

ଓଡିଆ ବାଇବେଲ

51 ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।

Gade chapit la Kopi

ପବିତ୍ର ବାଇବଲ

51 ଗୋଶନ୍, ହୋଲୋନ୍, ଗୀଲୋ, ଏହିସବୁ ଗ୍ରାମ ସମେତ ଏଗାରଟି ନଗର ଥିଲା।

Gade chapit la Kopi




ଯିହୋଶୂୟ 15:51
6 Referans Kwoze  

ଏହିରୂପେ ଯିହୋଶୂୟ ସେହି ସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;


ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍‍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।


ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।


ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍‍


ଅରାବ୍‍ ଓ ଦୂମା ଓ ଇଶୀୟନ୍‍


ହୋଲୋନ୍‍ ଓ ତହିଁ ତଳିଭୂମି, ଦବୀର ଓ ତହିଁ ତଳିଭୂମି,


Swiv nou:

Piblisite


Piblisite