Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତଥାପି ମନଃଶିର ସନ୍ତାନଗଣ ସେହି ସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

12 ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

12 ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।

Gade chapit la Kopi




ଯିହୋଶୂୟ 17:12
7 Referans Kwoze  

ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।


ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।


ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।


Swiv nou:

Piblisite


Piblisite