Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରା; ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ନିଃଶେଷ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ଇସ୍ରାଏଲବାସୀଗଣ ଅଧିକ ଶକ୍ତିଶାଳୀ ହେବାକୁ ଲାଗିଲେ। ଏହା ପରେ ସେମାନେ କିଣାନୀୟମାନଙ୍କୁ ବେଠିକାମ କରିବାକୁ ବାଧ୍ୟ କଲେ। କିନ୍ତୁ ସେମାନେ କିଣାନୀୟମାନଙ୍କୁ ସେଠାରୁ ତଡ଼ିଦେବା ପାଇଁ ବାଧ୍ୟ କଲେ ନାହିଁ।

Gade chapit la Kopi




ଯିହୋଶୂୟ 17:13
13 Referans Kwoze  

ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।


ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର, ଆମେନ୍‍।


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।


ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନ୍‍ରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠିକର୍ମ କଲେ।


ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।


ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠିକର୍ମ କଲେ।


ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।


ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।


ଅର୍ଥାତ୍‍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ।


Swiv nou:

Piblisite


Piblisite