Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା-ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବୈଥୋରୋଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲ ବା କିରୀୟଥ୍-ଯିୟାରୀମ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।

Gade chapit la Kopi

ଓଡିଆ ବାଇବେଲ

14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବେଥ୍-ହୋରଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍‍-ବାଲବା କିରୀୟଥ୍‍-ଯିୟାରୀମ୍‍ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା।

Gade chapit la Kopi

ପବିତ୍ର ବାଇବଲ

14 ସେଠାରୁ ସେ ସୀମା ଲାଗି ରହିଲା। ପଶ୍ଚିମରେ ବୈଥୋରୋଣ ଦକ୍ଷିଣାସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯିହୁଦା ସନ୍ତାନଗଣର କିରିୟଥ-ବାଲ୍ ବା କିରିୟଥ-ଯିୟାରୀମ୍ ନାମକ ଏକ ନଗର ପର୍ଯ୍ୟନ୍ତ। ଏହା ଥିଲା ସେମାନଙ୍କର ପଶ୍ଚିମ ସୀମା।

Gade chapit la Kopi




ଯିହୋଶୂୟ 18:14
9 Referans Kwoze  

ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।


ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ସେଠାରୁ ସେ ସୀମା ଲୂସ୍‍କୁ ବା ଦକ୍ଷିଣ ଆଡ଼େ ଲୂସ୍‍ର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା, (ଏହାକୁ ବେଥେଲ୍‍ କହନ୍ତି); ପୁଣି ନୀଚସ୍ଥ ବେଥ୍-ହୋରଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍‍-ଅଦ୍ଦର ଆଡ଼କୁ ଗଡ଼ିଗଲା।


ପୁଣି ଦକ୍ଷିଣ ସୀମା କିରୀୟଥ୍‍-ଯିୟାରୀମ୍‍ର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା।


ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।


Swiv nou:

Piblisite


Piblisite