Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଉତ୍ତର ଦିଗରେ ଫେରି ଐନଶେମସ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।

Gade chapit la Kopi

ଓଡିଆ ବାଇବେଲ

17 ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।

Gade chapit la Kopi

ପବିତ୍ର ବାଇବଲ

17 ଏହାର ସୀମା ଉତ୍ତର ଦିଗଠାରୁ ଐନଶେମସ ପର୍ଯ୍ୟନ୍ତ ଲାଗିଥିଲା। ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ପର୍ଯ୍ୟନ୍ତ ଓ ସେଠାରୁ ଗଲୀଲୋ‌ତ୍‌ଠାରୁ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଲାଗିଥିଲା।

Gade chapit la Kopi




ଯିହୋଶୂୟ 18:17
3 Referans Kwoze  

ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।


ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।


ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ୱ ଦେଇ ପଦାଭୂମିକୁ ଗଡ଼ିଗଲା


Swiv nou:

Piblisite


Piblisite