Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍‍-କତ୍‍ଶିସ୍‍

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍

Gade chapit la Kopi

ଓଡିଆ ବାଇବେଲ

21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବେଥ୍-ହୋଗ୍ଲା ଓ ଏମକ୍‍-କତ୍‍ଶିସ୍‍

Gade chapit la Kopi

ପବିତ୍ର ବାଇବଲ

21 ନିଜ ନିଜ ବଂଶ ଅନୁସାରେ ବିନ୍ୟାମୀନ ସନ୍ତାନଗଣର ବଂଶମାନଙ୍କ ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମ‌କ୍‌କ‌‌‌ତ୍‌‌‌ଶିସ୍।

Gade chapit la Kopi




ଯିହୋଶୂୟ 18:21
12 Referans Kwoze  

ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର ପାର୍ଶ୍ୱ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବେଥ୍-ଆବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା।


ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।


ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ।


ଓ ସେହି ସୀମା ବେଥ୍-ହୋଗ୍ଲାର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରାନ୍ତ ଥିଲା, ଏ ଦକ୍ଷିଣ ସୀମା।


ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।


(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା।


ଓ ବେଥ୍-ଅରାବା ଓ ସୀମାରୟମ୍‍ ଓ ବେଥେଲ୍‍


ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।


ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।


ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


Swiv nou:

Piblisite


Piblisite