Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ-ବଂଶ ରହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ସେ ଭୂମିକୁ ସାତ ଭାଗରେ ବାଣ୍ଟ କରିବେ। ଯିହୁଦାର ଲୋକମାନେ ସେମାନଙ୍କର ଭାଗ ଦକ୍ଷିଣ ପ୍ରାନ୍ତର ପାଇବେ। ଯୋଷେଫଙ୍କର ଉତ୍ତରାଧିକାରୀଗଣ ଉତ୍ତରରେ ସେମାନଙ୍କର ଭୂମି ପାଇବେ।

Gade chapit la Kopi




ଯିହୋଶୂୟ 18:5
4 Referans Kwoze  

ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ।


Swiv nou:

Piblisite


Piblisite