ଯିହୋଶୂୟ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା। Gade chapit laଓଡିଆ ବାଇବେଲ17 ଏଥିଉତ୍ତାରେ ଇଷାଖରର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ଇଷାଖର-ସନ୍ତାନମାନଙ୍କ ବଂଶ ପାଇଁ ଚତୁର୍ଥ ବାଣ୍ଟ ଉଠିଲା। Gade chapit laପବିତ୍ର ବାଇବଲ17 ଭୂମିର ଚତୁର୍ଥ ଅଂଶ ଇଷାଖର ପରିବାରବର୍ଗକୁ ଦିଆଗଲା। ପ୍ରତ୍ୟେକ ପରିବାର ସେଥିରୁ ଭାଗ ପାଇଲେ। Gade chapit la |