Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସେ ସୀମା ତାବୋର ଓ ଶହତ୍ସୀମ୍ ଓ ବୈଥ୍ଶେମଶ୍ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରା; ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।

Gade chapit la Kopi

ଓଡିଆ ବାଇବେଲ

22 ପୁଣି ସେ ସୀମା ତାବୋର ଓ ଶହତ୍‍ସୀମ୍‍ ଓ ବେଥ୍-ଶେମଶ ପର୍ଯ୍ୟନ୍ତ ଗଲା ଓ ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା; ଗ୍ରାମ ସମେତ ଏହି ଷୋଅଳ ନଗର।

Gade chapit la Kopi

ପବିତ୍ର ବାଇବଲ

22 ଏସବୁର ସୀମା ତାଙ୍କର ତାବୋର ଶହ‌ତ୍‌ସୀସ୍ ଓ ବୈ‌ଥ୍‌ଶେମଶ ପର୍ଯ୍ୟନ୍ତ ଥିଲା। ଯର୍ଦ୍ଦନ ସେମାନଙ୍କ ସୀମାର ପ୍ରାନ୍ତ ଥିଲା। ଗ୍ରାମ ସମେତ ଏହି ଷୋହଳଟି ନଗର ସେମାନଙ୍କର ଅଧୀନରେ ଥିଲା।

Gade chapit la Kopi




ଯିହୋଶୂୟ 19:22
14 Referans Kwoze  

ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?


ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।


ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,


ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।


ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;


ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।


ଓ ଯିରୋଣ ଓ ମିଗ୍‍ଦଲେଲ ଓ ହୋରେମ୍‍ ଓ ବେଥ୍-ଆନାତ୍ ଓ ବେଥ୍-ଶେମଶ; ଏହିସବୁ ପ୍ରାଚୀର-ବେଷ୍ଟିତ ନଗର ଥିଲା; ଗ୍ରାମ ସମେତ ଊଣେଇଶ ନଗର।


ପୁଣି ସାରୀଦରୁ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଫେରି କିଶ୍ଲୋତ୍‍-ତାବୋରର ସୀମା ପର୍ଯ୍ୟନ୍ତ ଗଲା; ତହୁଁ ଦାବରତ୍‍ରେ ବାହାରି ଯାଫୀୟକୁ ଉଠିଗଲା।


ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।


ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।


ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।


ଆଉ ଗେର୍ଶୋମର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା।


Swiv nou:

Piblisite


Piblisite