Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

24 ଏଉତ୍ତାରେ ଆଶେର-ସନ୍ତାନମାନଙ୍କ ବଂଶର ଆପଣା ଆପଣା ବଂଶାନୁସାରେ ପଞ୍ଚମ ବାଣ୍ଟ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

24 ଏହି ଭୂମିର ପଞ୍ଚମ ଅଂଶ ଆଶେର ପରିବାରବର୍ଗମାନେ ପାଇଲେ। ସେହି ପରିବାରବର୍ଗର ପ୍ରତ୍ୟେକ ପରିବାର ସେହି ଭୂମିର ଏକ ଅଂଶ ପାଇଲେ।

Gade chapit la Kopi




ଯିହୋଶୂୟ 19:24
8 Referans Kwoze  

ଗ୍ରାମ ସମେତ ଏସବୁ ନଗର ଇଷାଖର ବଂଶୀୟ ସନ୍ତାନଗଣର ସେମାନଙ୍କ ବଂଶାନୁସାରେ ଅଧିକାର ହେଲା।


ଆଉ ସେମାନଙ୍କର ସୀମା ହିଲକତ୍‍ ଓ ହଲୀ ଓ ବେଟନ ଓ ଅକ୍‍ଷଫ


ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।


ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।


ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।


ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।


ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।


Swiv nou:

Piblisite


Piblisite