Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକ୍ଷୀବ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରା; ଥିଲା।

Gade chapit la Kopi

ଓଡିଆ ବାଇବେଲ

29 ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀରବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ

29 ଏହା ପରେ ଏହାର ସୀମା ଦକ୍ଷିଣରେ ରାମା ଓ ସୋର ନାମକ ଏକ ପ୍ରାଚୀରବେଷ୍ଟିତ ନଗରକୁ ଲାଗିଥିଲା। ଏହିଠାରୁ ସେ ସୀମା ହୋଷାକୁ ଲାଗିଥିଲା। ଏହାର ସୀମା ଅକଷୀବ୍ ନିକଟସ୍ଥ ସମୁଦ୍ର ପର୍ଯ୍ୟନ୍ତ ଥିଲା।

Gade chapit la Kopi




ଯିହୋଶୂୟ 19:29
12 Referans Kwoze  

ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।


ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;


ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।


ମଧ୍ୟ ଉମ୍ମା ଓ ଅଫେକ ଓ ରହୋବ; ଏପରି ଗ୍ରାମ ସମେତ ବାଇଶ ନଗର ଥିଲା।


ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍‍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।


ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ଗଦା କଲା।


ଗିବୀୟୋନ୍‍ ଓ ରାମା ଓ ବେରୋତ


ପୁଣି, ଶଲୋମନଙ୍କର ସତୁରି ହଜାର ଭାରବାହକ ଓ ପର୍ବତରେ ଅଶୀ ହଜାର ପଥର-କଟାଳୀ ଥିଲେ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


Swiv nou:

Piblisite


Piblisite