Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଅନନ୍ତର ନପ୍ତାଲିର, ଅର୍ଥାତ୍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

32 ଏଥିଉତ୍ତାରେ ନପ୍ତାଲିର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ନପ୍ତାଲି-ସନ୍ତାନମାନଙ୍କ ବଂଶ ପାଇଁ ଷଷ୍ଠ ବାଣ୍ଟ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

32 ଏହାର ଷଷ୍ଠାଂଶଟି ନପ୍ତାଲିର ପରିବାରବର୍ଗଙ୍କୁ ଦିଆଗଲା। ଏବଂ ସେହି ପରିବାରବର୍ଗର ପ୍ରତ୍ୟକ ଗୋଷ୍ଠୀ ସେମାନଙ୍କର ପ୍ରାପ୍ୟ ଅଂଶ ପାଇଲେ।

Gade chapit la Kopi




ଯିହୋଶୂୟ 19:32
11 Referans Kwoze  

ଆପଣା ଆପଣା ବଂଶାନୁସାରେ ଆଶେର-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ହେଲା।


ସେମାନଙ୍କ ସୀମା ହେଲଫଠାରୁ, ଅର୍ଥାତ୍‍, ସାନନ୍ନୀମ ନିକଟସ୍ଥ ଅଲୋନଠାରୁ ଅଦାମୀ ନେକ୍‍ବ ଓ ଯବ୍‍ନୀୟେଲ ଦେଇ ଲକ୍କୁମ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନ ନିକଟରେ ତହିଁର ପ୍ରାନ୍ତ ଥିଲା।


ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ


ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍‌ହାର ସନ୍ତାନ;


ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ, ସେ ମନୋହର ବାକ୍ୟ କହିବ।


ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।


ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”


ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠିକର୍ମ କଲେ।


ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?


ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।


ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


Swiv nou:

Piblisite


Piblisite