Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi

ଓଡିଆ ବାଇବେଲ

49 ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।

Gade chapit la Kopi

ପବିତ୍ର ବାଇବଲ

49 ଏହିପରି ଭାବରେ ସେମାନଙ୍କ ମୂଖ୍ୟ ଭୂମିକୁ ଭାଗ କଲେ ଓ ସେଗୁଡ଼ିକ ସମସ୍ତ ପରିବାରବର୍ଗମାନଙ୍କୁ ବାଣ୍ଟିଲେ। ଏହା ସେ ଶେଷ କରିଲା ପରେ, ଇସ୍ରାଏଲୀୟ ଲୋକମାନେ ସ୍ଥିର କଲେ ନୂନର ପୁତ୍ର ଯିହୋଶୂୟଙ୍କୁ କିଛି ଭୂମି ଦେବାକୁ। ଏହିସବୁ ଭୂମି ତାଙ୍କୁ ଦିଆଯିବା ପାଇଁ ପ୍ରତିଜ୍ଞା କରାଯାଇଥିଲା।

Gade chapit la Kopi




ଯିହୋଶୂୟ 19:49
4 Referans Kwoze  

ଆପଣା ଆପଣା ବଂଶାନୁସାରେ ଦାନ୍-ସନ୍ତାନମାନଙ୍କ ବଂଶର ଅଧିକାର ଗ୍ରାମ ସମେତ ଏସବୁ ନଗର ଥିଲା,


ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।


ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।


Swiv nou:

Piblisite


Piblisite