Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 19:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ-ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

50 ସେ ଯେଉଁ ନଗର ମାଗିଲେ, ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇଫ୍ରୟିମ ପର୍ବତମୟ ଦେଶରେ ତିମ୍ନାତ୍‍ସେରହ ତାଙ୍କୁ ଦେଲେ, ତହୁଁ ସେ ନଗର ନିର୍ମାଣ କରି ତହିଁରେ ବାସ କଲେ।

Gade chapit la Kopi

ପବିତ୍ର ବାଇବଲ

50 ସଦାପ୍ରଭୁ ନିର୍ଦ୍ଦେଶ ଦେଇଥିଲେ, ଏହିସବୁ ଭୂମି ଦେବା ପାଇଁ। ତେଣୁ ସେମାନେ ଯିହୋଶୂୟଙ୍କୁ ଏହିସବୁ ନଗର ଦେଇଥିଲେ। ଇଫ୍ରୟିମ ପର୍ବତମୟ ଦେଶରେ ତିମତ୍-ସେରହ। ତେଣୁ ସେ ସେଠାରେ ନଗର ଗଠନ କରି ବାସ କଲେ।

Gade chapit la Kopi




ଯିହୋଶୂୟ 19:50
6 Referans Kwoze  

ତହିଁରେ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।


ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।


ଆଉ ଶୀରା ତାହାର କନ୍ୟା ଥିଲା, ସେ ଉଚ୍ଚ ଓ ନିମ୍ନ ବେଥ୍-ହୋରଣ ଓ ଉଷେନ୍‍-ଶୀରା ନାମରେ ଦୁଇଟି ନଗର ନିର୍ମାଣ କଲା।


ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;


ଏହିରୂପେ ଆପଣା ଆପଣା ସୀମାନୁସାରେ ଅଧିକାର କରିବାକୁ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ମଧ୍ୟରେ ନୂନର ପୁତ୍ର ଯିହୋଶୂୟଙ୍କୁ ଏକ ଅଧିକାର ଦେଲେ।


ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।


Swiv nou:

Piblisite


Piblisite