ଯିହୋଶୂୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ। Gade chapit laଓଡିଆ ବାଇବେଲ13 ପୁଣି ତୁମ୍ଭେମାନେ ମୋର ପିତା ଓ ମୋର ମାତା ଓ ମୋର ଭ୍ରାତୃଗଣ ଓ ମୋର ଭଗିନୀଗଣ ଓ ସେମାନଙ୍କର ସମସ୍ତଙ୍କୁ ବଞ୍ଚାଇ ରଖିବ; ପୁଣି ମରଣରୁ ଆମ୍ଭମାନଙ୍କ ପ୍ରାଣ ଉଦ୍ଧାର କରିବ। Gade chapit laପବିତ୍ର ବାଇବଲ13 ମୋତେ କୁହ ଯେ ତୁମ୍ଭେ ମୋର ପରିବାରବର୍ଗକୁ ବଞ୍ଚାଇ ରଖିବ। ମୋର ପିତା, ମାତା, ଭାଇମାନଙ୍କୁ, ଭଉଣୀମାନଙ୍କୁ ଏବଂ ତାଙ୍କର ସମସ୍ତ ପରିବାରବର୍ଗଙ୍କୁ ରକ୍ଷା କରିବ। ଦୟାକରି ଆମ୍ଭମାନଙ୍କ ଜୀବନକୁ ମୃତ୍ୟୁମୁଖରୁ ରକ୍ଷା କରିବ ବୋଲି ପ୍ରତିଜ୍ଞା କର।” Gade chapit la |