Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗରର ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର-ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

15 ଏଥିରେ ସେ ସ୍ତ୍ରୀ ସେମାନଙ୍କୁ ଝରକା ବାଟେ ଦଉଡ଼ିରେ ଓହ୍ଲାଇ ଦେଲା, କାରଣ ତାହାର ଗୃହ ନଗର- ପ୍ରାଚୀରରେ ଥିଲା ଓ ସେ ପ୍ରାଚୀର ଉପରେ ବାସ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

15 ସେହି ସ୍ତ୍ରୀଲୋକଟିର ଘର ନଗରର ପ୍ରାଚୀର ଉପରେ ଥିଲା। ଏହା ପ୍ରାଚୀରର ଏକ ଅଂଶ ଥିଲା। ତେଣୁ ସ୍ତ୍ରୀଲୋକଟି ଏକ ଦଉଡ଼ି ସାହାଯ୍ୟରେ ଝରକା ଦେଇ ଏ ଲୋକମାନଙ୍କୁ ଖସି ଯିବାକୁ ସାହାଯ୍ୟ କଲା।

Gade chapit la Kopi




ଯିହୋଶୂୟ 2:15
6 Referans Kwoze  

କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ।


ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି।


ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।


ଏଥିରେ ସେମାନେ ତାହାକୁ କହିଲେ, “ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।”


ପୁଣି ସେ ସେମାନଙ୍କୁ କହିଲା, “କେଜାଣି ଗୋଡ଼ାଇବା ଲୋକମାନେ ତୁମ୍ଭମାନଙ୍କୁ ହାବୁଡ଼ିବେ, ଏଥିପାଇଁ ତୁମ୍ଭେମାନେ ପର୍ବତକୁ ଯାଅ, ଆଉ ସେମାନେ ନେଉଟି ଆସିବା ପର୍ଯ୍ୟନ୍ତ ସେଠାରେ ତିନି ଦିନ ଲୁଚି ରୁହ, ତହିଁ ଉତ୍ତାରେ ତୁମ୍ଭେମାନେ ଆପଣା ବାଟରେ ଚାଲିଯିବ।”


Swiv nou:

Piblisite


Piblisite