Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ସେହି ଲୋକମାନେ ତାହାକୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ସେହି ଲୋକମାନେ ତାହାକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ସେ ବିଷୟରେ ଆମ୍ଭେମାନେ ନିର୍ଦ୍ଦୋଷ ହେବା।

Gade chapit la Kopi

ପବିତ୍ର ବାଇବଲ

17 ସେମାନେ ସ୍ତ୍ରୀଲୋକଟିକୁ କହିଲେ, “ଆମ୍ଭେ ତୁମ୍ଭକୁ କଥା ଦେଇଛୁ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରୁ ମୁକ୍ତ ହୋଇ ପାରିବୁ।

Gade chapit la Kopi




ଯିହୋଶୂୟ 2:17
8 Referans Kwoze  

ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।


କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।


ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।”


ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।


ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।


Swiv nou:

Piblisite


Piblisite