Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ‘ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।

Gade chapit la Kopi

ଓଡିଆ ବାଇବେଲ

2 ଆମ୍ଭେ ମୋଶା ହାତରେ ଯେଉଁସବୁ ଆଶ୍ରୟ ନଗର ବିଷୟ ତୁମ୍ଭମାନଙ୍କୁ କହିଅଛୁ, ତାହା ତୁମ୍ଭେମାନେ ଆପଣାମାନଙ୍କ ପାଇଁ ନିରୂପଣ କର।

Gade chapit la Kopi

ପବିତ୍ର ବାଇବଲ

2 “ମୁଁ ମୋଶାଙ୍କ ଦ୍ୱାରା ତୁମ୍ଭକୁ ନିର୍ଦ୍ଦେଶ ଦେଇଥିଲି। ମୋଶା ତୁମ୍ଭକୁ କହିଥିଲେ, ତୁମ୍ଭେମାନେ ନିଜ ନିଜ ପାଇଁ ନିରାପତ୍ତା ସହର ବାଛିବା ପାଇଁ।

Gade chapit la Kopi




ଯିହୋଶୂୟ 20:2
10 Referans Kwoze  

ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;


ତହିଁରେ ଯେଉଁ ନରହତ୍ୟାକାରୀ ଭ୍ରାନ୍ତିରେ ଓ ଅଜ୍ଞାତସାରରେ କାହାକୁ ବଧ କରେ, ସେ ସେଠାକୁ ପଳାଇ ଯାଇ ପାରିବ; ପୁଣି ସେହି ସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।


Swiv nou:

Piblisite


Piblisite