Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।

Gade chapit la Kopi

ଓଡିଆ ବାଇବେଲ

7 ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।

Gade chapit la Kopi

ପବିତ୍ର ବାଇବଲ

7 ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।

Gade chapit la Kopi




ଯିହୋଶୂୟ 20:7
22 Referans Kwoze  

ପୁଣି ସେମାନେ ସେମାନଙ୍କୁ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ ଓ ତହିଁ ଚତୁର୍ଦ୍ଦିଗସ୍ଥିତ ତଳିଭୂମି ଦେଲେ, (ଏହାକୁ ହିବ୍ରୋଣ କହନ୍ତି); ଅର୍ବ ଅନାକର ପିତା ଥିଲା।


ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ,


ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ, ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା।


ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତହିଁ ତଳିଭୂମି, ହମୋତ୍‍-ଦୋର ଓ ତହିଁ ତଳିଭୂମି, କର୍ତ୍ତନ ଓ ତହିଁ ତଳିଭୂମି, ଏହି ତିନି ନଗର ଦେଲେ।


ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଇଫ୍ରୟିମ-ପର୍ବତମୟ ଦେଶାନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ଶିଖିମ ଓ ତହିଁ ତଳିଭୂମି ଓ ଗେଷର ଓ ତହିଁ ତଳିଭୂମି,


ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,


ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।


ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।


ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।


ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।


ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;


କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;


ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍‍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍‍ ବଂଶର ଗିଲୀୟଦରେ ରାମୋତ୍‍ ଓ ମନଃଶି ବଂଶର ବାଶନରେ ଗୋଲନ୍‍ ନିରୂପଣ କଲେ।


ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।


ପୁଣି ସବୀମ ଓ ସେର ଓ ହମ୍ମତ୍‍, ରକ୍କତ୍‍ ଓ କିନ୍ନେରତ୍‍


ଓ ଆଦାମା ଓ ରାମା ଓ ହାସୋର


ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର


ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।


ଏଥିଉତ୍ତାରେ ଯିରୁବ୍ବାଲ୍‍ର ପୁତ୍ର ଅବୀମେଲକ୍‍ ଶିଖିମରେ ଆପଣା ମାତାର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ ଓ ନିଜ ମାତାର ପିତୃଗୃହର ସମସ୍ତ ବଂଶକୁ କହିଲା;


ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।


Swiv nou:

Piblisite


Piblisite