Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍ନା ଓ ତହିଁ ତଳିଭୂମି,

Gade chapit la Kopi

ଓଡିଆ ବାଇବେଲ

13 ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ସେମାନେ ହାରୋଣଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସେମାନେ ମଧ୍ୟ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲି‌‌ବ୍‌‌ନା ସହର ଦେଲେ।

Gade chapit la Kopi




ଯିହୋଶୂୟ 21:13
9 Referans Kwoze  

ଲିବ୍‍ନା ଓ ଏଥର୍‍ ଓ ଆଶନ୍‍


ଏଣୁ ସେମାନେ ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଓ ଇଫ୍ରୟିମ-ପର୍ବତମୟ ଦେଶରେ ଶିଖିମ ଓ ଯିହୁଦାର ପର୍ବତମୟ ଦେଶରେ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ପ୍ରତିଷ୍ଠା କଲେ।


ଓ ହୁମ୍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।


ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍କେଦାରୁ ଲିବ୍‍ନାକୁ ଗଲେ ଓ ଲିବ୍‍ନା ପ୍ରତିକୂଳରେ ଯୁଦ୍ଧ କଲେ;


ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।


ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।


ମାତ୍ର ସେହି ନଗରର କ୍ଷେତ୍ର ଓ ତହିଁର ଗ୍ରାମମାନ ଅଧିକାର କରିବା ପାଇଁ ସେମାନେ ଯିଫୁନ୍ନିର ପୁତ୍ର କାଲେବଙ୍କୁ ଦେଲେ।


ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।


Swiv nou:

Piblisite


Piblisite