Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଅୟାଲୋନ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Gade chapit la Kopi

ଓଡିଆ ବାଇବେଲ

24 ଅୟାଲୋନ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।

Gade chapit la Kopi

ପବିତ୍ର ବାଇବଲ

24 ଅୟାଲୋନ ଓ ତା'ର ତଳଭୂମି, ଗାଥ୍‌ରିମ୍ମୋନ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରି ନଗର ଦେଲେ।

Gade chapit la Kopi




ଯିହୋଶୂୟ 21:24
6 Referans Kwoze  

ତଳିଭୂମି ସହିତ ଅୟାଲୋନ୍‍ ଓ ତଳିଭୂମି ସହିତ ଗାଥ୍‍-ରିମ୍ମୋନ;


ଓ ଶାଲବୀନ୍ ଓ ଅୟାଲୋନ୍‍ ଓ ଯିତ୍ଲା


ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, “ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳଭୂମିରେ (ସ୍ତବ୍ଧ ହୁଅ)।”


ଓ ଯିହୂଦ୍‍ ଓ ବନେବରକ୍‍ ଓ ଗାଥ୍‍-ରିମ୍ମୋନ


ପୁଣି ଦାନ୍ ବଂଶରୁ ଇଲତ୍‍କୀ ଓ ତହିଁ ତଳିଭୂମି, ଗିବ୍ବଥୋନ ଓ ତହିଁ ତଳିଭୂମି,


ଆଉ ମନଃଶିର ଅର୍ଦ୍ଧ ବଂଶରୁ ତାନକ୍‍ ଓ ତହିଁ ତଳିଭୂମି, ଗାଥ୍‍-ରିମ୍ମୋନ ଓ ତହିଁ ତଳିଭୂମି, ଏହି ଦୁଇ ନଗର ଦେଲେ।


Swiv nou:

Piblisite


Piblisite