Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 21:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଆଉ ଗାଦ୍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟା-କାରୀର ଆଶ୍ରୟ ନଗର ରାମୋତ୍ ଓ ତହିଁ ତଳିଭୂମି, ମହନୟିମ୍ ଓ ତହିଁ ତଳିଭୂମି,

Gade chapit la Kopi

ଓଡିଆ ବାଇବେଲ

38 ଆଉ ଗାଦ୍‍ ବଂଶରୁ ଗିଲୀୟଦ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର ରାମୋତ୍‍ ଓ ତହିଁ ତଳିଭୂମି, ମହନୟିମ ଓ ତହିଁ ତଳିଭୂମି,

Gade chapit la Kopi

ପବିତ୍ର ବାଇବଲ

38 ଗାଦ୍ ପରିବାରବର୍ଗ ସେମାନଙ୍କୁ ଗିଲିୟଦ ଅନ୍ତର୍ଗତ ରାମୋତ୍, ନିରାପଦ ନଗରୀ ଓ ତା’ ପାର୍ଶ୍ୱବର୍ତ୍ତୀ କ୍ଷେତ୍ର ଏବଂ ମହନୀୟିମ୍ ଓ ତା'ର ପାର୍ଶ୍ୱବର୍ତ୍ତୀ କ୍ଷେତ୍ର ଦେଲେ।

Gade chapit la Kopi




ଯିହୋଶୂୟ 21:38
14 Referans Kwoze  

ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ;” ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।


ଆଉ ଗାଦ୍‍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍‍, ତଳିଭୂମି ସହିତ ମହନୟିମ,


ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”


ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।


ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।


ପୁଣି ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍‍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍‍ ବଂଶର ଗିଲୀୟଦରେ ରାମୋତ୍‍ ଓ ମନଃଶି ବଂଶର ବାଶନରେ ଗୋଲନ୍‍ ନିରୂପଣ କଲେ।


ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।


କଦେମୋତ୍‍ ଓ ତହିଁ ତଳିଭୂମି, ମେଫାତ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।


ହିଷ୍‍ବୋନ ଓ ତହିଁ ତଳିଭୂମି, ଯାସେର ଓ ତହିଁ ତଳିଭୂମି, ସର୍ବସୁଦ୍ଧା ଚାରି ନଗର ଦେଲେ।


ଏଥିମଧ୍ୟରେ ନେର୍‍ର ପୁତ୍ର ଅବ୍‍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍‍ବୋଶତକୁ ମହନୟିମକୁ ନେଇଯାଇ,


ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;


ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ


ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର


ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।


Swiv nou:

Piblisite


Piblisite